ଭୁବନେଶ୍ୱର : ରାଜ୍ୟରେ ସୁସ୍ଥ ହେଲେ ଚାରି କରୋନା ପଜିଟିଭ ରୋଗୀ । ଏମାନଙ୍କ ମଧ୍ୟରୁ ତିନି ଜଣ ଭଦ୍ରକ ଜିଲ୍ଲାର ହୋଇଥିବା ବେଳେ ଅନ୍ୟ ଜଣେ ବାଲେଶ୍ୱର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଚାରି ଜଣଙ୍କର ନମୁନା ନେଗେଟିଭ୍ ବାହାରିଥିବା ଟ୍ୱିଟରରେ ସୂଚନା ଦିଆଯାଇଛି ।
Four more patients have recovered and tested negative for COVID-19.
They include three from Bhadrak district and one from Balasore district.
Odisha’s recovered cases now stand at 60.
— H & FW Dept Odisha (@HFWOdisha) May 3, 2020
ଚିକିତ୍ସା ପରେ ରାଜ୍ୟରେ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି ।
ରାଜ୍ୟରେ ଏବେ ମୋଟ କରୋନା ପଜିଟିଭ୍ଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି ।
Comments are closed.