ଭୁବନେଶ୍ୱର: ଓଡ଼ିଶାରେ ଆଉ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ଜଣ କରୋନା ଆକ୍ରାନ୍ତ ଯାଜପୁରର । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଂଚିଛି । ଏହି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ତେବେ କରୋନା ଆକ୍ରାନ୍ତଙ୍କ ବିଷୟରେ ସବିଶେଷ ତଥ୍ୟ ମିଳିନାହିଁ । ସୋମନଙ୍କ ଗସ୍ତ ବିବରଣୀ ନେଇ ମଧ୍ୟ ତଦନ୍ତ ଜାରି ରହିଛି ।
ସୂଚନା ଯୋଗ୍ୟରେ ରାଜ୍ୟରେ ୫୩ଟି ସକ୍ରିୟ ମାମଲା ରହିଛି । ବର୍ତ୍ତମାନ ସୁଦ୍ଧା ୩୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଣଙ୍କ ମୃତ୍ୟୁ ହୋଇଛି ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Comments are closed.