Latest Odisha News

BREAKING NEWS

ଓଡିଶାରେ ଆଉ ଚାରି ନୂଆ କରୋନା ପଜିଟିଭ ଚିହ୍ନଟ, ମୋଟ ସଂଖ୍ୟା ୫୪ ରେ ପହଞ୍ଚିଲା

ଭୁବନେଶ୍ୱର : ରାଜ୍ୟରେ ଶନିବାର ଆଉ ୪ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହ ଓଡିଶାରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି ।


ସୂଚନାଯୋଗ୍ୟ ଯେ, ଏ ପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ ରୋଗୀଙ୍କ ମଧ୍ୟରୁ ୧୨ ଜଣ ଚିକିତ୍ସା ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇସାରିଥିବା ବେଳେ ଜଣେ ମୃତ୍ୟୁବରଣ କରିଛନ୍ତି । ଆଜି ଚିହ୍ôନଟ ହୋଇଥିବା ଚାରି ଜଣଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇନାହିଁ ।

Leave A Reply

Your email address will not be published.