ଦିଲ୍ଲୀ: ଦେଶର ରାଜଧାନୀରେ ଆତଙ୍କୀ ହମଲା ପାଇଁ ଯୋଜନା । ଜୈସ-ଏ-ମହମ୍ମଦ ଓ ଲସ୍କର-ଏ-ତୋଏବାର ୪ ଜଣ ଆତଙ୍କବାଦୀ ଦିଲ୍ଲୀରେ ପ୍ରବେଶ କରିଥିବା ସୂଚନା ମିଳିଛି । ଏହାପରେ ସୀମାବର୍ତ୍ତୀ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ । ସମସ୍ତ ଗେଷ୍ଟ ହାଉସ୍, ହୋଟେଲରେ ଖୋଳତାଡ ଚାଲିଛି ।
ଟାକ୍ସି କିମ୍ବା ବସ୍ ଯୋଗେ ୪ ଆତଙ୍କୀ ଦିଲ୍ଲୀରେ ପ୍ରବେଶ କରିଥିବା ଗୁଇନ୍ଦା ସୂଚନା ମିଳିଛି । କାଶ୍ମୀର ନମ୍ବର ଥିବା ପ୍ରତିଟି ଗାଡ଼ିର ସରଜମିନ ଯାଞ୍ଚ କରୁଛନ୍ତି ସୁରକ୍ଷା ବାହିନୀ । ଆତଙ୍କବାଦୀଙ୍କ ପାଖରେ ଅସ୍ତ୍ରଶସ୍ତ୍ର ଥିବା କୁହାଯାଉଛି । ଦିଲ୍ଲୀର ସମସ୍ତ ଜିଲ୍ଲାର ଡିସିପି, କ୍ରାଇମବ୍ରାଞ୍ଚ ସ୍ପେଶାଲ୍ ସେଲ୍ ସମେତ ଅନ୍ୟ ସୁରକ୍ଷା ବାହିନୀକୁ ଆଲର୍ଟରେ ରଖାଯାଇଛି । ଗୁଇନ୍ଦା ସୂଚନା ଅନୁସାରେ ଆତଙ୍କବାଦୀମାନେ ଦିଲ୍ଲୀ ଏନସିଆରରେ କୌଣସି ପ୍ରକାର ହମଲା ଯୋଜନା ରଖିଛନ୍ତି ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Comments are closed.