ରାଉରକେଲା : ବିବାହ ଭୋଜି ଖାଇ ୪୦ ରୁ ଅଧିକ ଲୋକ ଅସୁସ୍ଥ ହୋଇପଡିଛନ୍ତି ।ଆଜି ରାଉରକେଲା ବାସନ୍ତୀ କଲୋନୀ ନିକଟସ୍ଥ ହରିପୁର ବସ୍ତିରେ ଏପରି ଅଘଟଣ ଘଟିଛି ।ସୂଚନା ଅନୁସାରେ ହରିପୁର ବସ୍ତିରେ ଜଣେ ବ୍ୟକ୍ତିଙ୍କ ପୁଅ ଗତ କିଛି ଦିନ ପୂର୍ବରୁ ବିବାହ କରିଥିଲେ । ଗତକାଲି ସେ ନିଜର ରିସେପସନ ଭୋଜି ଡିଏଭି ବିଦ୍ୟୁତ କାର୍ଯ୍ୟାଳୟରେ ଦେଇଥିଲେ । ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କ ଝାଡାବାନ୍ତି ହୋଇଥିବା ସହ ସେମାନଙ୍କ ଅବସ୍ଥା ଖରାପ ହେବାରୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତି କରାଯାଇଛିା
BREAKING NEWS
- ଟି୨୦ ବିଶ୍ୱକପ ପରେ ଟ୍ରେନରେ ଲୁଚି କରି ଘରକୁ ଗଲେ ଏହି ଷ୍ଟାର ଖେଳାଳି
- LPG Fuel Made: କେଉଁ ଦେଶ ସବୁଠାରୁ ଅଧିକ ଉତ୍ପାଦନ କରେ LPG? କେମିତି ତିଆରି ହୁଏ ରନ୍ଧନ ଗ୍ୟାସ୍?
- ସ୍ୱଦେଶ ଫେରିବା ଆରମ୍ଭ କଲେ ୱେଷ୍ଟଇଣ୍ଡିଜ ଖେଳାଳି
- ଏଣିକି ପ୍ରତି ଜିଲ୍ଲାରେ ହେବ ପୁସ୍ତକ ମହୋତ୍ସବ
- Suspended: ମଦ ପିଇ ଆସିଥିଲେ ଅଫିସ୍…୩ ତହସିଲ କର୍ମଚାରୀଙ୍କୁ ନିଲମ୍ୱନ କଲେ ଜିଲ୍ଲାପାଳ
- Hotter Months Ahead: ଆକାଶରୁ ହେବ ଅଗ୍ନି ବର୍ଷା! ଭାରତକୁ କଲବଲ କରିପାରେ ଗରମ ମାସ…WMO କରାଇଲା ସତର୍କ
- ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇ ୩ କର୍ମଚାରୀ ବହିଷ୍କୃତ
- ଗୁପ୍ତଚର ଅଭିଯୋଗରେ ଭାରତୀୟ ନୌସେନାର ଜଣେ ଯବାନ ଗିରଫ, ISIକୁ ଦେଉଥିଲା ସମ୍ବେଦନଶୀଳ ସୂଚନା
- ଜଗତସିଂହପୁର ଜିଲ୍ଲାର ୬୯ ମଣ୍ଡି ନୋଡାଲ ଅଫିସରଙ୍କ ଦରମା ବନ୍ଦ
- BrahMos Missile Deal: ଯୁଦ୍ଧ ଭିତରେ ଭାରତଠୁ କ୍ଷେପଣାସ୍ତ୍ର କିଣିବ ଏହି ମୁସଲିମ ଦେଶ…
Comments are closed.