ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରୁ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ ହୋଇଛି । ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ବ୍ରାଉନ ସୁଗାର କାରବାରର ମାଷ୍ଟରମାଇଣ୍ଡ ଶେଖ୍ ସାଦିକ୍ ଓରଫ ଚୁଇଁ ଥିବା ଜଣାପଡିଛି ।
ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଜଳେଶ୍ୱର ଆଇଆଇସିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଆଜି ଶେଖବାଡା ଅଂଚଳରେ ଚଢ଼ାଉ କରିଥିଲା । ଏହି ସମୟରେ ପୋଲିସ ୪ଶହ ଗ୍ରାମର ବ୍ରାଉସ ସୁଗାର ଜବତ କରିଛି । ଏହାର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଏଥିସହ ଗୋଟିଏ ସ୍କୁଟି, ୪ଟି ମୋବାଇଲ ଏବଂ ନଗଦ ୧୭ ହଜାର ଟଙ୍କା ମଧ୍ୟ ଜବତ ହୋଇଛି ।
BREAKING NEWS
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
Comments are closed.