ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।
ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।
11 from Deogarh
9 from Baleswar
9 from Kendrapara
9 from Nuapada
8 from Bhadrak
8 from Kalahandi
8 from Sambalpur
6 from Keonjhar
6 from Nayagarh
4 from Ganjam
3 from Koraput
3 from Malkangiri
3 from Nabarangpur
1 from Dhenkanal
1 from Rayagada
1 from Sonepur
12 from State Pool— H & FW Dept Odisha (@HFWOdisha) December 12, 2020
ସେହିପରି ଗତ ୨୪ ଘଣ୍ଟାରେ ୩୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୯୩ ଓ ଲୋକାଲ କଣ୍ଟାକ୍ଟ କେସ୍ ୧୪୨ଟି ରହିଛି ।
ତେବେ ୪୦୫ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୧୮,୬୮୩ ଜଣ ସୁସ୍ଥ ହୋଇଛନ୍ତି। ମୋଟ୍ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୨୩ ହଜାର ୩୬୪କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୮୦୨ ଛୁଇଁଛି।
Comments are closed.