Latest Odisha News

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୪୦୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।

ସେହିପରି ଗତ ୨୪ ଘଣ୍ଟାରେ ୩୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୯୩ ଓ ଲୋକାଲ କଣ୍ଟାକ୍ଟ କେସ୍ ୧୪୨ଟି ରହିଛି ।

ତେବେ ୪୦୫ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୧୮,୬୮୩ ଜଣ ସୁସ୍ଥ ହୋଇଛନ୍ତି। ମୋଟ୍ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୨୩ ହଜାର ୩୬୪କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୮୦୨ ଛୁଇଁଛି।

Leave A Reply

Your email address will not be published.