ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୬୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ସୁସ୍ଥ ହୋଇଥିବା ୪୦୬୬ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬୪୮, କଟକରୁ ୫୨୧, ଅନୁଗୁଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁର ଏବଂ ନୂଆପଡାରୁ ୧୫୨ ଜଣ ଲେଖାଏଁ, ବରଗଡରୁ ୧୪୧, ନବରଙ୍ଗପୁରରୁ ୧୩୫, ସମ୍ବଲପୁରରୁ ୧୨୮, ଭଦ୍ରକରୁ ୧୨୭, ବାଲେଶ୍ବରରୁ ୧୧୯, ମୟୂରଭଞ୍ଜରୁ ୧୧୪, କନ୍ଧମାଳରୁ ୧୦୮, କେନ୍ଦ୍ରାପଡାରୁ ୧୦୬ ଓ ପୁରୀ ଜିଲ୍ଲାରୁ ୧୦୫, ଝାରସୁଗୁଡାରୁ ୯୧, ବଲାଙ୍ଗୀରରୁ ୮୧, କେନ୍ଦୁଝରରୁ ୬୫, ମାଲକାନଗିରିରୁ ୬୫, ରାୟଗଡାରୁ ୬୧, ସୋନପୁରରୁ ୬୧, ଗଞ୍ଜାମ, କଳାହାଣ୍ଡି ଏବଂ କୋରାପୁଟରୁ ୫୯ ଜଣ ଲେଖାଏଁ, ଢେଙ୍କାନାଳରୁ ୫୭, ନୟାଗଡ଼ରୁ ୪୧, ଦେବଗଡରୁ ୧୪, ଗଜପତିରୁ ୧୩ ଏବଂ ଷ୍ଟେଟ ପୁଲରୁ ୧୪୯ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୯୮୧୯୪ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.