Latest Odisha News

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୪୦୮ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।

 

ତେବେ ୪୦୮ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୧୮,୨୭୮ ଜଣ ସୁସ୍ଥ ହୋଇଛନ୍ତି। ମୋଟ୍ ସଂକ୍ରମଣ ସଂଖ୍ୟା ୩ଲକ୍ଷ ୨୩ ହଜାର ୦୨୯କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୭୯୮ ଛୁଇଁଛି।

Comments are closed.