ଭୁବନେଶ୍ୱର: ଦିନକରେ ଭୁବନେଶ୍ୱରରୁ ୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି।
ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ଅଂଚଳରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
Update on newly detected #COVID19 cases in the last
24 hrs under the BMC area on 13th Dec (till 9am) pic.twitter.com/KDHUW5BwAa— BMC (@bmcbbsr) December 13, 2020
ତେବେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୪୫କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ସୁସ୍ଥ ହୋଇଛନ୍ତି ୩୦ ହଜାର ୫୪୯ ସଂକ୍ରମିତ ।
ସେହିପରି ରାଜ୍ୟରେ ୩୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୨୯ ଜଣଙ୍କର ମୃତ୍ୟୁ ଘଟିଛି।
Comments are closed.