ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛି।
ସେଥିମଧ୍ୟରୁ ସଙ୍ଗରୋଧରୁ ୯ ଓ ସ୍ଥାନୀୟ ଅଂଚଳରୁ ୩୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Update on newly detected #COVID19 cases in the last
24 hrs under the BMC area on 28th Nov (till 9am) pic.twitter.com/1Fk8HCV6w4— BMC (@bmcbbsr) November 28, 2020
ଯାହାକୁ ମିଶାଇ ରାଜଧାନୀରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩୦,୬୯୧ରେ ପହଂଚିଛି । ସେଥି ମଧ୍ୟରୁ ୨୯,୯୭୫ ଜଣ ସୁସ୍ଥ ହୋଇ ସାରିଛନ୍ତି ।
ଅପରପକ୍ଷରେ ୪୭୭ଟି ସକ୍ରିୟ ମାମଲା ରହିଥିବା ବେଳେ ୨୧୮ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।
Comments are closed.