Latest Odisha News

BREAKING NEWS

୨୪ ଘଣ୍ଟାରେ ଭୁବନେଶ୍ୱରରେ ୪୩ ପଜିଟିଭ, ୪୬ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛି।

ସେଥିମଧ୍ୟରୁ ସଙ୍ଗରୋଧରୁ ୯ ଓ ସ୍ଥାନୀୟ ଅଂଚଳରୁ ୩୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଯାହାକୁ ମିଶାଇ ରାଜଧାନୀରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩୦,୬୯୧ରେ ପହଂଚିଛି । ସେଥି ମଧ୍ୟରୁ ୨୯,୯୭୫ ଜଣ ସୁସ୍ଥ ହୋଇ ସାରିଛନ୍ତି ।

ଅପରପକ୍ଷରେ ୪୭୭ଟି ସକ୍ରିୟ ମାମଲା ରହିଥିବା ବେଳେ ୨୧୮ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.