Latest Odisha News

BREAKING NEWS

ଆକ୍ରାନ୍ତଙ୍କ ତୁଳନାରେ ବଢୁଛି ଦୈନିକ ସୁସ୍ଥତା ସଂଖ୍ୟା, ଆଜି ୬୪ ହଜାର ସୁସ୍ଥ

ନୂଆଦିଲ୍ଲୀ: ଭାରତରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବା ବେଳେ ସୁସ୍ଥତା ମାମଲା ବଢ଼ିବାରେ ଲାଗିଛି।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୪୮,୬୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୧୧୮୩ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସେହିପରି ସୁସ୍ଥ ହୋଇଛନ୍ତି ୬୪,୮୧୮।

 

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୫,୯୫,୫୬୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୩,୯୪,୪୯୩ ଜଣ ପ୍ରାଣ ହରାଇଛନ୍ତି।

ଅଧିକ ପଢନ୍ତୁ- ସେକେଣ୍ଡ ଓ୍ୱେଭ ଭଳି ମାରାତ୍ମକ ହେବନି କରୋନାର ତୃତୀୟ ଲହର

ଆହୁରି ମଧ୍ୟ ୨,୯୧,୯୩,୦୮୫ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

ଅଧିକ ପଢନ୍ତୁ- ଗର୍ଭବତୀ ମହିଳା ମାନେ ନେଇପାରିବେ କରୋନା ଟିକା

Comments are closed.