Latest Odisha News

BREAKING NEWS

ଧାମନଗର ଉପନିର୍ବାଚନ: ୪ର୍ଥ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଆଗୁଆ

ଧାମନଗର: ଧାମନଗର ଭୋଟ୍ ଗଣତି ଜାରି ରହିଛି । ଚତୁର୍ଥ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସେ ୩୨୬୧ ଭୋଟରେ ଆଗୁଆ ଅଛନ୍ତି ।

ତାଙ୍କୁ ୧୮,୧୮୧ , ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ୧୪୯୨୦, କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କୁ ୫୫୭ ଓ ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କୁ ୨୩୬୨ ଭୋଟ୍ ମିଳିଛି ।

Leave A Reply

Your email address will not be published.