କେନ୍ଦ୍ରାପଡା: ଗୁହାଳରେ ନିଆଁ ଲାଗି ଜଳିଗଲେ ୫ ଗୋରୁ । କେନ୍ଦ୍ରାପଡା ଜିଲା ରାଜନଗର ଥାନା ଅନ୍ତର୍ଗତ ଜରିମୂଳ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଏତିକିବେଳେ ଗୁହାଳ ଭିତରେ ଥିବା ୫ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ । ନିଆଁକୁ ଆୟତ୍ତ କରିଥିଲେ । ତେବେ କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି ।
BREAKING NEWS
- New Amrit Bharat Train In Odisha: ଓଡିଶା ପାଇଁ ରେଳ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଧନ୍ୟବାଦ୍ ଜଣାଇଲେ ମୁଖ୍ୟମନ୍ତ୍ରୀ
- Naveen Patnaik on Middle East Situations: ‘ଓଡ଼ିଆଙ୍କୁ ଫେରେଇ ଆଣନ୍ତୁ…’, ମଧ୍ୟପ୍ରାଚ୍ୟ ଅବସ୍ଥା ନେଇ ଚିନ୍ତା ପ୍ରକଟ କଲେ ନବୀନ, ସରକାରଙ୍କୁ କଲେ ଅନୁରୋଧ
- +୨ ପିଲାଙ୍କ ଇମ୍ପ୍ରୁଭମେଣ୍ଟ ପାଇଁ ନୂଆ ପଦକ୍ଷେପ, ଗୋଟିଏ ବିଷୟରେ ଉନ୍ନତି ପାଇଁ ପରୀକ୍ଷା ସୁଯୋଗ
- ଇରାନ ଆକ୍ରମଣକୁ ପ୍ରଶଂସା: ୫ ପାକିସ୍ତାନୀ, ଜଣେ ବାଂଲାଦେଶୀ ଗିରଫ
- Prize Money For Team India: ବିଶ୍ଵ ଚାମ୍ପିଅନ ଟିମ୍ ଇଣ୍ଡିଆ ପାଇଁ ବିସିସିଆଇର ବଡ଼ ଘୋଷଣା, କୋଟି କୋଟି ଟଙ୍କା ବର୍ଷା…
- Opposition Next Target Poll Panel: ଓମ୍ ବିର୍ଲାଙ୍କ ପରେ ଏବେ ବିରୋଧୀଙ୍କ ଟାର୍ଗେଟରେ ମୁଖ୍ୟ ନିର୍ବାଚନ କମିଶନ, ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ଦେବେ ନୋଟିସ!
- Trump Warns Iran Again: ଇରାନକୁ ଟ୍ରମ୍ପଙ୍କ ଖୋଲା ଧମକ, ୨୦ ଗୁଣା ଅଧିକ ହେବ ଆକ୍ରମଣ…
- Trump called Putin: ଯୁଦ୍ଧ ଭିତରେ ପୁଟିନଙ୍କୁ ଫୋନ୍ ଲଗାଇଲେ ଟ୍ରମ୍ପ
- ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ବହିକୁ ନେଇ କ୍ଷମା ମାଗିଲା NCERT
- ଶୀଘ୍ର ଶେଷ ହେବ ଇରାନ ଯୁଦ୍ଧ
Comments are closed.