ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅଧିନ ବୈତରଣୀ ନଦୀର ଲିଙ୍ଗେଶ୍ୱର ଘାଟି ନିକଟରେ ବୁଡି ଗଲା ୫ଟି ହାଇୱା ଗାଡି । ଏଥିସହ ଗୋଟିଏ ଲୋଡିଂ ମେସିନ୍ ମଧ୍ୟ ବୁଡି ଯାଇଛି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରଇଭର ଓ ହେଲ୍ପର ।
ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା ଆଖୁଆପଦା ବାଲି ଖାଦାନ ରୁ ଏହି ହାଇୱା ଗୁଡିକ ବାଲି ନେଇଥାନ୍ତି । ନଦୀ ପଠା ଶୁଖିଲା ଥିବାରୁ ହାଇୱା ଗୁଡିକ ଖାଦାନ ଭିତରେ ରହିଥିଲେ । କିନ୍ତୁ ହଠାତ୍ ବୈତରଣୀ ନଦୀରେ ପାଣି ବଢ଼ିଯିବାରୁ ଗାଡି ଗୁଡିକ ବୁଡିଯାଇଛି । ସୌଭାଗ୍ୟବଶତଃ ଡ୍ରାଇଭର ମାନେ ଜୀବନ ବିକଳରେ ଗାଡି ଗୁଡିକ ଛାଡି ଦୌଡ଼ି ବାହାରି ଆସିଥିଲେ । ତେବେ କାହା ଅନୁମତିରେ ଏଠାରୁ ବାଲି ଉଠାଯାଉଥିଲା ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି ।
BREAKING NEWS
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା
- ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
- ଋଷ ଆକ୍ରମଣରେ ଛାରଖାର ୟୁକ୍ରେନର ରେଳସେବା: ସଙ୍କଟରେ କିଭ୍ !
- ଯନ୍ତର ମନ୍ତର ଯୌନ ନିର୍ଯାତନା ଅଭିଯୋଗ: ଦିଲ୍ଲୀ ACP ବିବେକ ଭଗତଙ୍କ ପଦୋନ୍ନତି ଉପରେ ରୋକ୍
- ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…
- ଭୂକମ୍ପରେ ଥରିଲା ଆସାମର ନାଗାଓଁ; ତୀବ୍ରତା ୪.୫…
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା

Comments are closed.