Latest Odisha News

ଚିକିତ୍ସା ପରେ ସୁସ୍ଥ ହେଲେ ରାଜ୍ୟର ଆଉ ୫ କରୋନା ପଜିଟିଭ ରୋଗୀ

ଭୁବନେଶ୍ୱର : ସୁସ୍ଥ ହେଲେ ଚିକିତ୍ସିତ ହେଉଥିବା ରାଜ୍ୟର ଆଉ ୫ କରୋନା ପଜିଟିଭ ରୋଗୀ । ଏମାନଙ୍କ ମଧ୍ୟରୁ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦଗରଗଡ ଓ କେନ୍ଦ୍ରାପଡାର ଜଣେ ଲେଖାଏଁ ଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଟ୍ୱିଟ୍ ଯୋଗେ ସୂଚନା ଦେଇଛି । ଏଥି ସହ ଚିକିତ୍ସା ପରେ ସୁସ୍ଥ ହୋଇଥିବା ମୋଟ ବ୍ୟକ୍ତିଙ୍କ ସଂଖ୍ୟା ୨୯ରେ ପହଞ୍ଚିଛି ।

ରାଜ୍ୟରେ ମୋଟ ୭୯ ଜଣ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.