Latest Odisha News

BREAKING NEWS

ସୁନ୍ଦରଗଡରେ ଚିହ୍ନଟ ନୂଆ କରୋନା ପିଜିଟିଭଙ୍କ ସମ୍ପର୍କରେ ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।

 

ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ଅନ୍ୟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ସମସ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ନିମନ୍ତେ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ମୋଟ୍ ୬୭୩ କରୋନା ମାମଲା ରହିଥିବା ବେଳେ ୨୪୭ ଜଣ ରୋଗୀ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.