ଛତିଶଗଡ଼ : ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପୁଛି ମାହାମାରୀ କରୋନା । ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାରେ ପଜିଟିଭ୍ ଚିହ୍ନଟ ହେଉଛନ୍ତି । କରୋନା ମହାମାରୀ ଭିତରେ ଏବେ ଆଉ ଏକ ବଡ଼ ଖବର ଆସିଛି । ତାହା ପୁଣି ମାଓବାଦୀଙ୍କୁ ନେଇ । ଛତିଶଗଡ଼ ଦାନ୍ତେଓ୍ବାଡାରେ ଏବେ ୫୦ରୁ ଅଧିକ ମାଓବାଦୀ ହୋଇଛନ୍ତି କରୋନା ପଜିଟିଭ୍ । ୨୫ ଲକ୍ଷ ଟଙ୍କା ପୁରସ୍କାର ରଖା ଯାଇଥିବା ମାଓନେତ୍ରୀ ସୁଜାତା ବି କରୋନାରେ ଆକ୍ରାନ୍ତ ହୋଇଛି । ଏନେଇ ଦାନ୍ତେୱାଡ଼ା ଏସପି ଅଭିଷେକ ପଲ୍ଲଭ ସୂଚନା ଦେଇଛନ୍ତି । ତେବେ ଏହି ମାଓବାଦୀମାନେ ଆତ୍ମ ସମର୍ପଣ କଲେ ସେମାନଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି ଦାନ୍ତେୱାଡ଼ା ଏସପି ।
BREAKING NEWS
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
Comments are closed.