ବଲାଙ୍ଗୀର : ବଲାଙ୍ଗୀର ପୋଲିସକୁ ସଫଳତା ।ବଲାଙ୍ଗୀରରୁ ବିପୁଳ ପରିମାଣର କଫସିରପ୍ ଜବତ । କପ ସିରଫ ମାଫିଆ ସହ ୩ ଜଣଙ୍କୁ ଗରଫ କଲା ବଲାଙ୍ଗୀର ପୋଲିସ । ରାଞ୍ଚିରୁ ବଲାଙ୍ଗୀର ବେଆଇନ କଫସିରଫ ଚାଲଣ ବେଳେ ସଦର ଥାନା ପୋଲିସ ପଛରଚେପା ରାସ୍ତାରେ ଏହି କଫସିରପ୍ ଜବତ କରିଛି ।ଏହି କଫସିରପର ଆନୁମାନିକ ମୂଲ୍ୟ ୯ ଲକ୍ଷ ଟଙ୍କା ହେବ ବୋଲି ବୋଲି ଜଣାପଡିଛି । ପ୍ରାୟ ୫ ହଜାର ରୁ ଉର୍ଦ୍ଦ ବୋତଲ କଫସିରପ୍ ଜବତ ହୋଇଛି । ଅଭିଯୁକ୍ତ ମାନଙ୍କ ନିକଟରୁ ପିକଅପ ଗାଡି, ୩ ଟି ମୋବାଇଲ ଜବତ କରିଛି ପୋଲିସ ।
BREAKING NEWS
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ
- ଅକ୍ଟୋବର ୧୫ରୁ ବଦଳିବ ୟୁପିଆଇ ନିୟମ: ଜାଣନ୍ତୁ ନୂଆ ଏମଡିଆର୍ ଚାର୍ଜ କାହା ଉପରେ ଲାଗୁ ହେବ?
- ୫ ଓରାଙ୍ଗଉଟାନ୍ ଛୁଆ ଉଦ୍ଧାର ମାମଲା: କେଉଁଠି ଲୁଚିଛନ୍ତି ଅଭିଯୁକ୍ତ? ବାଂଲାଦେଶ କିମ୍ବା ନେପାଳ ଖସିଯିବା ନେଇ ସନ୍ଦେହ

Comments are closed.