ରୋମ: ଇଟାଲୀରେ କିଲର କରୋନା ନେଲାଣି ୫୧ ଜଣ ଡାକ୍ତରଙ୍କ ଜୀବନ । ଏହି ସମସ୍ତ ଡାକ୍ତରମାନେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିଲେ । ସିଏନଏନ ରିପୋର୍ଟ ଅନୁସାରେ ଏହି ତଥ୍ୟ ସମ୍ମୁଖକୁ ଆସିଛି । ଇଟାଲି ଡାକ୍ତରସଂଘର ମୁଖ୍ୟ ଫିଲିଫ ଅନେଲି ଏଥିପାଇଁ ଅଧ୍ଚଳ ଆବଶ୍ୟକୀୟ ସୁରକ୍ଷା ବନ୍ଦୋବସ୍ତ କରିବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।
ଇଟାଲିରେ ଏହି ମହାମାରୀକୁ ନିୟନ୍ତ୍ରଣକୁ ଆଣିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ତାହା ଏ ପର୍ଯ୍ୟନ୍ତ ସଫଳ ହୋଇପାରି ନାହିଁ । ବିଶେଷଜ୍ଞଙ୍କ ମତରେ କରୋନା ଯୋଗୁ ଇଟାଲୀ ଇଟାଲୀ ଆହୁରି ଅସୁବିଧାର ସମ୍ମୁଖୀନ ହେବ । ସେତିକି ଯତ୍ନବାନ୍ ନ ହେଲେ ଏହାକୁ ରୋକିବା କଷ୍ଟକର । ଏ ପର୍ଯ୍ୟନ୍ତ ଇଟାଲୀରେ ୧୦୦୦୦ କରୋନା ସଂକ୍ରମିତ ମୃତ୍ୟବରଣ କରି ସାରିଲେଣି । କରୋନା ଭାଇରସ ନେଇ ପ୍ରାରମ୍ଭରୁ ଖାମଖିଆଲ ହେବା ସେମାନଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି ।
BREAKING NEWS
- ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ଟି୨୦ ବିଜୟ ପାଇଁ ଟିମ ଇଣ୍ଡିଆ ଅପେକ୍ଷା କରିଥିଲା ୧୦ ବର୍ଷ
- କେମିକାଲ ଓ ପେଟ୍ରୋକେମିକାଲ୍ସ ହବ୍ ହେବାକୁ ଓଡ଼ିଶାର ଉଦ୍ୟମ; ଶିଳ୍ପପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ
- ମଦ ନେଲା ଜୀବନ;କକାର ଟାଙ୍ଗିଆ ଚୋଟରେ ପୁତୁରାର ଜୀବନ ଗଲା
- ରଣଜୀ ଟ୍ରଫି: କେରଳଠାରୁ ପରାସ୍ତ ହେଲା ଓଡ଼ିଶା
- ଆପଣମାନେ ଜେନ୍-ଜି ନୁହଁନ୍ତି : ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କ ଆବେଦନ ଶୁଣାଣି ସମୟରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ଟିପ୍ପଣୀ
- ନ୍ୟୁଜିଲାଣ୍ଡ ପାଇଁ ବଡ଼ ବିପଦ ସାଜିଛନ୍ତି ଭୁବନେଶ୍ୱର କୁମାର
- ଲେଜର ରଶ୍ମିର କମାଲ: ପ୍ଲାଷ୍ଟିକରୁ ତିଆରି ହେଲା ହୀରା
- ସୌଭାଗ୍ୟ ଥିଲେ ମହାପ୍ରଭୁଙ୍କ ଦର୍ଶନ ମିଳେ: ପବିତ୍ର ବିଜୟା ଦଶମୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଅଭିନେତା ଗୋବିନ୍ଦା
- ବିସିସିଆଇ ସଭାପତିଙ୍କ ବଡ଼ ବୟାନ: ବୟସ ନୁହେଁ, ଫିଟନେସ୍ ଓ ଫର୍ମ ଦେଖି ରୋହିତ-ବିରାଟଙ୍କ ଚୟନ ହେବ
- ଜନ ସମୁଦ୍ରରେ ଶେଷ ହେଲା ଯୋଡି ଛତର ଯାତ୍ରା

Comments are closed.