ଭୁବନେଶ୍ୱର : ୨୦୦୬ ବ୍ୟାଚର ୫୫ଜଣ ଭାରତୀୟ ପ୍ରଶାସନିକ ସେବା ( ଆଇଏଏସ୍ ) ଅଧିକାରୀଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ବା ସେହି ସମକକ୍ଷ ପଦରେ ସାମିଲ କରାଯାଇଛି । ଏମାନଙ୍କ ମଧ୍ୟରୁ ଓଡିଶା କ୍ୟାଡର ଆଇଏଏସ୍ ଅଧିକାରୀ ରୂପା ରୋଶନ ସାହୁଙ୍କ ସମେତ ୫୪ ଜଣଙ୍କୁ ଯୁଗ୍ମ ସଚିବ ପଦରେ ସାମିଲ ହୋଇଛନ୍ତି। ଆଇଏଏସ୍ ଅଧିକାରୀ ରୂପା ରୋଶନ ସାହୁ ବର୍ତ୍ତମାନ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହି ୫୫ ଅଧିକାରୀଙ୍କ ନାମ ନିମ୍ନଲିଖିତ ଚିଠିରେ ଉପଲବ୍ଧ ଅଛି –
BREAKING NEWS
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
Comments are closed.