କେନ୍ଦୁଝର: କେନ୍ଦୁଝର ସହର ନିକଟ ରାଙ୍କି ଠାରେ ନିର୍ମାଣାଧୀନ କୋଭିଡ୍ ହସ୍ପିଟାଲର ସ୍ଥିତି ସମୀକ୍ଷା କରିଛନ୍ତି 5T ସଚିବ VK ପାଣ୍ଡିଆନ୍ ଓ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ । ଏହି ୨ ଶହ ଶଯ୍ୟା ବିଶିଷ୍ଟ କୋଭିଡ଼୍-୧୯ ହସ୍ପିଟାଲ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ସୂଚନା ମିଳିଛି । ଏହି ହସ୍ପିଟାଲରେ ୧୦ ଶଯ୍ୟା ବିଶିଷ୍ଟ ଭେଣ୍ଟିଲେଟର ସୁବିଧା ସହିତ ଆଇ ସି ୟୁ ରହିବ । ଗତ ୬ ତାରିଖ ଦିନ ଜିଲ୍ଲା ପ୍ରଶାସନ ଓ ଉତ୍କଳ ହସ୍ପିଟାଲ ପ୍ରାଇଭେଟ ଲିଃ ,ଭୁବନେଶ୍ୱର ମଧ୍ୟରେ ତ୍ରିପାକ୍ଷିକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା । ଡି ଏମ ଏଫ ପାଣ୍ଠିରୁ ଏଥି ନିମନ୍ତେ ଅର୍ଥ ଯୋଗାଇ ଦିଆଯାଇଛି ବୋଲି ସୂଚନା ମିଳିଛି ।
ଏହାପରେ ୫ଟି ସଚିବ ଓ ମୁଖ୍ୟ ଶାସନ ସଚିବ ବାରିପଦା ଗସ୍ତରେ ଯାଇ ସେଠାକାର କୋଭିଡ ହସ୍ପିଟାଲର ସ୍ଥିତି ସମୀକ୍ଷା କରିଛନ୍ତି । ସେଠାରେ ମଧ୍ୟ ପହଂଚିବା ପରେ ଏହି ଦୁଇ ବରିଷ୍ଠ ଅଧିକାରୀ ହସ୍ପିଟାଲର ବିଭିନ୍ନ ଉପକରଣ ଓ ସୁବିଧା ସମ୍ପର୍କରେ ଆଲୋଚନା କରିଛନ୍ତି।
BREAKING NEWS
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
- ୨୭ ବର୍ଷ ପରେ ଭାରତ ମାଟିରେ ନ୍ୟୁଜିଲାଣ୍ଡ ଓପନରଙ୍କ କୀର୍ତିମାନ
- ମିଚେଲ, କନୱେ, ନିକୋଲସଙ୍କ ଅର୍ଦ୍ଧଶତକ: ସିରିଜରୁ ଓହରିଲେ ପନ୍ତ
- କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍ଘାଟିତ
- S-400 Squadron: ଭାରତୀୟ ସେନାରେ ସାମିଲ ହେବାକୁ ଯାଉଛି ଆଉ ଏକ ହିରୋ: ପାକିସ୍ତାନ, ଚୀନର ନିଦ ହଜାଇବ ଏହି ପ୍ରତିରକ୍ଷା ପ୍ରଣାଳୀ…
- Home Remedies Cholesterol: କାହିଁକି ବୃଦ୍ଧି ପାଏ କୋଲେଷ୍ଟ୍ରଲ୍?, ଏହାକୁ କମାଇବା ପାଇଁ ଆପଣାନ୍ତୁ ଘରୋଇ ଉପଚାର…
- ରାଉରକେଲା ବିମାନ ଦୁର୍ଘଟଣାରେ ତଦନ୍ତ କରୁଛି AAIB
- ଆସନ୍ତା ୩ ଦିନ ମଧ୍ୟରେ ପୁଣି ବଢିବ ଶୀତ ପ୍ରକୋପ
Comments are closed.