ପୁରୀ: ଆଉ ତିନି ଦିନ ପରେ ଖୋଲିବ ଶ୍ରୀମନ୍ଦିର । ଏହାସହ ୨୩ ତାରିଖରୁ ପୁରୀ ଜିଲ୍ଲାର ସବୁ ଧର୍ମାନୁଷ୍ଠାନ ଖୋଲିବ । ୯ମାସ ପରେ କୋଭିଡ୍ କଟକଣା ମାନି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଭକ୍ତ । ତାପୂର୍ବରୁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ୍ ।
ଆଜି ଭୋରରୁ ଫାଇଭ୍ ଟି ସଚିବ ପହଞ୍ଚିଥିଲେ ଶ୍ରୀକ୍ଷେତ୍ରରେ । କୋଭିଡ୍ କଟକଣା ଭିତରେ ସର୍ବସାଧାରଣ ଦର୍ଶନ ପାଇଁ ବଡ଼ଦାଣ୍ଡ ଓ ସିଂହଦ୍ୱାରରେ କିଭଳି ବ୍ୟବସ୍ଥା ହୋଇଛି ତାର ଅନୁଧ୍ୟାନ କରିଥିଲେ ଭି. କେ. ପାଣ୍ଡିଆନ୍ । ତାସହ ବିଭିନ୍ନ ଉନ୍ନୟନମୂଳକ କାମର ବି ସମୀକ୍ଷା କରିଛନ୍ତି । ଏତିକିବେଳେ ତାଙ୍କ ସହ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଏସପି ଉପସ୍ଥିତ ଥିଲେ ।
BREAKING NEWS
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
Comments are closed.