ଭୋପାଳ: ଏମିତି ବି ଆସେ ମୃତ୍ୟୁ । କୂଳ ଭିତରେ ଖସି ପଡ଼ିଲା କାର୍ । ଅକାଳରେ ଚାଲିଗଲା ୬ ଜଣଙ୍କର ଅମୂଲ୍ୟ ଜୀବନ । ଆଉ ୩ ଜଣ ଗୁରୁତର ହୋଇଛନ୍ତି । ମଧ୍ୟପ୍ରଦେଶରେ ଏଭଳ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।
ମଧ୍ୟପ୍ରଦେଶ ଛତରପୁର ଅନ୍ତର୍ଗତ ମହାରାଜପୁରରେ ଘଟିଛି ଏହି ଘଟଣା । ବାହାଘରୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ କାରଟି କୂଅ ଭିତରେ ଖସି ପଡ଼ିଥିଲା । ଏହା ଭିତରେ ଥିଲେ ୯ଜଣ ଯାତ୍ରୀ । ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତର ହୋଇଛନ୍ତି ଆଉ ୩ ଜଣ ।
BREAKING NEWS
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
Comments are closed.