Latest Odisha News

BREAKING NEWS

ବନ୍ଦ ଘରୁ ଗୋଟିଏ ପରିବାରର ୬ ଜଣଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର: ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ । ସଅଁରାପଡ଼ାରେ ଗୋଟିଏ ଘର ଭିତରୁ ୬ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକମାନେ ସମସ୍ତେ ଗୋଟିଏ ପରିବାରର ସଦସ୍ୟ ବୋଲି ଜଣା ପଡିଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ ।

ପୋଲିସ ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ତେବେ କେମିତି ଓ କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଲା ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି । ଏହା ଆତ୍ମହତ୍ୟା ନା ହତ୍ୟାକାଣ୍ଡ ତାହା ସ୍ପଷ୍ଟ ହୋଇ ନାହିଁ । ତଦନ୍ତ ଜାରି ରହିଥିବା ବେଳେ ଆଗକୁ ମୃତ୍ୟୁ ରହସ୍ୟ ଉପରୁ ହଟିବ ପରଦା ।

Leave A Reply

Your email address will not be published.