ମିସିସିପି: ମିସିସିପି ନିକଟ ଟେଟ୍ କାଉଣ୍ଟିରେ ଶୁକ୍ରବାର ସିରିଜ୍ ଗୁଳିକାଣ୍ଡ ଘଟିଛି। ଘଟଣାରେ ଅନ୍ୟୂନ ୬ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା କଥା CNN ରିପୋର୍ଟରେ କୁହାଯାଇଛି । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି ।
ଗୁଳିକାଣ୍ଡ ଆର୍କାବୁଟ୍ଲା କମ୍ୟୁନିଟି ମଧ୍ୟରେ ଘଟିଛି। ସେଥିରୁ ଗୋଟିଏ ଗୁଳିକାଣ୍ଡ ଆର୍କାବୁଟ୍ଲା ରୋଡ୍ରେ ଥିବା ଗୋଟିଏ ଷ୍ଟୋର୍ ଭିତରେ ଘଟିଛି। ଉକ୍ତ ଘଟଣାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ଟେଟ୍ କାଉଣ୍ଟି ସେରିଫ୍ ବ୍ରାଡ୍ ଲାନ୍ସ୍ କହିଛନ୍ତି ।
ସେହିପରି, ଜଣେ ମହିଳାଙ୍କର ଆର୍କାବୁଟ୍ଲା ଡ୍ୟାମ୍ ରୋଡ୍ସ୍ଥିତ ଘରେ ମୃତ୍ୟୁ ଘଟିଛି । ଏଥିରେ ନିହତ ମହିଳାଙ୍କ ସ୍ବାମୀ ଆହତ ହୋଇଛନ୍ତି। କିନ୍ତୁ, ସ୍ବାମୀଙ୍କୁ ଗୁଳି ମରାଯାଇଥିଲା କି, ନାହିଁ, ଜଣାପଡ଼ିନାହିଁ।
ଗିଳିକାଣ୍ଡ ପରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଆର୍କାବୁଟ୍ଲା ଡ୍ୟାମ୍ ରୋଡ୍ ତାଙ୍କ ଗାଡି ସହ ଗିରଫ କର ଯାଇଛି। ତେବେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ପରିଚୟ ମିଳି ପାରିନାହିଁ।
BREAKING NEWS
- ଚେନ୍ନାଇର ହ୍ୟାଟ୍ରିକ ପରାଜୟ: ଟିମ ଡେଭିଡ, ପାଡିକଲଙ୍କ ବିସ୍ଫୋରକ ବ୍ୟାଟିଂ
- Trump threatens: ମଙ୍ଗଳବାର ପାୱାର ପ୍ଲାଣ୍ଟ ଧ୍ୱଂସ ହୋଇଯିବ… ଇରାନ ହୋର୍ମୁଜ୍ ଯଦି ନ ଖୋଲେ;ଇରାନକୁ ଟ୍ରମ୍ପ୍ଙ୍କ ଅଶାଳୀନ ଗାଳି
- ଶିକ୍ଷା ବ୍ୟବସ୍ଥାର ଅବ୍ୟବସ୍ଥା ମଧ୍ୟରେ ନୂଆ ନୀତି; ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନେଇ ଚିନ୍ତା ବୃଦ୍ଧି..
- Revenue Service: ହ୍ବାଟସଆପରେ ହେବ ରାଜସ୍ୱ ସେବା ସମ୍ପର୍କିତ ଅଭିଯୋଗ ଗ୍ରହଣ
- Palasa- Ichchapuram: ଭାରତୀୟ ରେଳବାଇର ସ୍ପଷ୍ଟୀକରଣ;ପ୍ରଭାବିତ ହେବନାହିଁ ପୂର୍ବତଟ ରେଳବାଇର ରାଜସ୍ବ ଆୟ
- ଧୋନୀ କେବେ ଖେଳିବେ କହିଲେ ରିତୁରାଜ
- ବେଙ୍ଗାଲୁରୁ-ଦିଲ୍ଲୀ ଇଣ୍ଡିଗୋ ବିମାନରେ ବୋମା ଧମକ…
- ବିପୁଳ ପରିମାଣର କଫ୍ ସିରଫକୁ ଚାଲାଣ ବେଳେ ଜବତ, ୨ ଅଟକ
- Bengali actor Rahul death:ବଙ୍ଗୀୟ ଅଭିନେତା ରାହୁଲଙ୍କ ମୃତ୍ୟୁ ମାମଲା; ପତ୍ନୀ ୫ ଜଣଙ୍କ ବିରୋଧରେ ଏତଲା ଦେଲେ
- ହାଇଦ୍ରାବାଦକୁ ହରାଇଲା ଲକ୍ଷ୍ନୌ: ପନ୍ତଙ୍କ ଅର୍ଦ୍ଧଶତକ
Comments are closed.