ଭୁବନେଶ୍ୱରେ: ରାଜ୍ୟରେ ଆଉ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ତେବେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ କୌଣସି ତଥ୍ୟ ଦିଆଯାଇ ନାହିଁ ।
ଆଜି ଗୋଟିଏ ଦିନରେ ଓଡ଼ିଶାରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସାକଳୁ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ୫ ଜଣ ଭଦ୍ରକ ଓ ୨ ବାଲେଶ୍ୱରର ଥିଲେ । ଓଡ଼ିଶାରେ ଏଯାଏଁ ମୋଟ ୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୪ ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କ ମୃତ୍ୟୁ ହୋଇଛନ୍ତି । ଅନ୍ୟ ୪୯ ଜଣଙ୍କ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି ।
BREAKING NEWS
- ବନ୍ୟାରେ ଉବୁଟୁବୁ ଭଦ୍ରକ, ଆଜି ୧୬୬ ସ୍କୁଲ ବନ୍ଦ…
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା

Comments are closed.