ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁସଂଖ୍ୟା କମିଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୬ ଜଣ ଆକ୍ରାନ୍ତ । ୫ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି । ସେହିପରି ବାଲେଶ୍ୱର, ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏ କରୋନାରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନାନଜିତ ମୃତ୍ୟୁସଂଖ୍ୟା ୧୭ଶହ ୭୧କୁ ବୃଦ୍ଧି ପାଇଛି ।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.