ଭୁବନେଶ୍ୱର: ୬ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ କଲେ ଓଡ଼ିଶା ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ। ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ହେଲେ ପ୍ରଫେସର ସବିତା ଆଚାର୍ଯ୍ୟ । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ହୋଇଛନ୍ତି ପ୍ରଫେସର ଅପରାଜିତା ଚୌଧୁରୀ । ପ୍ରଫେସର ଦୀନବନ୍ଧୁ ସାହୁଙ୍କୁ ଫକୀରମୋହନ ବିଶ୍ୱବିଦ୍ୟାଳୟ, ପ୍ରଫେସର ଏନ. ନାଗାରାଜୁ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦିଆଯାଇଛି । ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ହେଲେ ପ୍ରଫେସର କିଶୋର କୁମାର ବାସା ଓ ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତି ଖଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ ହୋଇଛନ୍ତି । ଏହି ୬ଟି ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିବା କୁଳପତିମାନଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ ହେଉଛି ।
BREAKING NEWS
- Pakistan Airstrike: ପାକିସ୍ତାନର ଭୟଙ୍କର ବିମାନ ଆକ୍ରମଣ
- Credit Card Users: କ୍ରେଡିଟ୍ କାର୍ଡ ବ୍ୟବହାରକାରୀଙ୍କୁ ଝଟକା
- ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ, ଓଡ଼ିଶା-ଅଷ୍ଟ୍ରେଲିଆ ମଧ୍ୟରେ ବଢ଼ିବ ସହଯୋଗ
- ଆଇପିଏଲ ନେଇ ବିସିସିଆଇ ଜାରୀ କରିଛି କଡା ନିୟମ
- Afghanistan Pakistan Conflict: ‘ଆଉ ଆଲୋଚନା ନୁହେଁ, ସିଧା ପ୍ରତିଶୋଧ ନେବୁ…’, କାବୁଲରେ ବିମାନ ଆକ୍ରମଣ ପରେ ତାଲିବାନର ଘୋଷଣା
- Congress Suspends 3 MLAs: ରାଜ୍ୟସଭା ନିର୍ବାଚନରେ କ୍ରସ୍-ଭୋଟିଂ, ତିନି ବିଧାୟକଙ୍କୁ ନିଲମ୍ବନ କଲା କଂଗ୍ରେସ
- ବଢ଼ିଲା କ୍ରସଭୋଟିଂ କରିଥିବା ବିଧାୟକଙ୍କ ସୁରକ୍ଷା
- Nuclear Weapon Against Iran: ଯୁଦ୍ଧରେ ଇରାନ ବିରୁଦ୍ଧରେ ପରମାଣୁ ଅସ୍ତ୍ର ବ୍ୟବହାର କରିବ କି ଇସ୍ରାଏଲ? ଟ୍ରମ୍ପ କହିଲେ…
- ଅସୁରକ୍ଷିତ ଗହୀରମଥା ଅଭୟାରଣ୍ୟ: ଅକାଳରେ ମରୁଛନ୍ତି ଅଲିଭ୍ ରିଡ୍ଲେ, ସୁରକ୍ଷାରେ ନିୟୋଜିତ ହେବ ଡ୍ରୋନ
- କାହିଁକି ଓ କାହା ଭୁଲରୁ ଘଟିଗଲା SCB ଅଗ୍ନିକାଣ୍ଡ?
Comments are closed.