Latest Odisha News

BREAKING NEWS

ଆଜି ରାଜ୍ୟରୁ ୬ ହଜାର ୧୧୬ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୮୭୫ ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬ ହଜାର ୧୧୬ ଆକ୍ରାନ୍ତ । ଏମାନଙ୍କ ଭିତରେ ୩ ହଜାର ୫୪୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨ ହଜାର ୫୭୦ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ।

 

ଖୋର୍ଦ୍ଧାରୁ ସର୍ବାଧିକ ୮୭୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୪ ଲକ୍ଷ ୦୭ ହଜାର ୪୫୭କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ସୁସ୍ଥ ହେଲେଣି ୩ ଲକ୍ଷ ୫୯ ହଜାର ୪୬୭ ଆକ୍ରାନ୍ତ । ରାଜ୍ୟରେ କରୋନା ଆକ୍ଟିଭ୍ କେସ୍ ସଂଖ୍ୟା ୪୫ ହଜାର ୯୪୯କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.