Latest Odisha News

BREAKING NEWS

୧୨ କରୋନା ଯୋଦ୍ଧାଙ୍କ ସମେତ ସୁନ୍ଦରଗଡରେ ୬୨ ଆକ୍ରାନ୍ତ ଚିହ୍ନଟ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଶୁକ୍ରବାର ଦିନ ୬୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ପଜିଟିଭ ସଂଖ୍ୟା ୬୧୬ରେ ଛୁଇଁଛି ।

BjdElectrycity

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।

 

ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତମାନଙ୍କ ମଧ୍ୟରେ ୨ଜଣ ଭୁବନେଶ୍ୱର କୋଭିଡ ହସ୍ପିଟାଲ, ୧୨ କରୋନା ଯୋଦ୍ଧା, କୁଆଁରମୁଣ୍ଡାରୁ ଗୋଟିଏ ଲୋକାଲ୍ କେସ୍‌, ୧୩ ଅନ୍ୟ ଜିଲ୍ଲାରୁ ଫେରିଥିବା ବେଳେ ୩୪ ଜଣ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ ।

ତେବେ ସମସ୍ତ ରୋଗୀଙ୍କୁ କୋଭିଡ କେୟାର ସେଣ୍ଟର ଓ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି ।

ଅଧିକ ପଢନ୍ତୁ- ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ

Leave A Reply

Your email address will not be published.