Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ୬୨୯ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୨୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

 

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

 

ତେବେ ୬୨୯ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୧୪,୦୨୩ ଜଣ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.