Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ୬୪୨ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୪୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ତେବେ ୬୪୨ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୧୪,୬୬୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ହଜାର ୩୯୪କୁ ବୃଦ୍ଧି ପାଇଛି ।

ରାଜ୍ୟରେ ୪ହଜାର ୫୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ସୁସ୍ଥହାର ୯୮ ପ୍ରତିଶତରୁ ଅଧିକ ରହିଛି।

Leave A Reply

Your email address will not be published.