ଭୁବନେଶ୍ୱର: ଜଗନ୍ନାଥଙ୍କ ଟଙ୍କା ପରେ ୟେସ୍ ବ୍ୟାଙ୍କରେ ଓଏମ୍ସିର ଟଙ୍କା ଜମାକୁ ନେଇ ଗୃହରେ ଅଭିଯୋଗ ଉଠିଛି । ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଏହି ଅଭିଯୋଗ ଉଠାଇଛନ୍ତି । ସେ କହିଛନ୍ତି ଯେ, ଓଡ଼ିଶା ମାଇନିଂ କର୍ପୋରେସନ୍ ୟେସ୍ ବ୍ୟାଙ୍କରେ ୬୫୦ କୋଟି ଜମା ରଖିଛି ।
ଗତ ବର୍ଷ ଏପ୍ରିଲ ମାସରେ ଏହି ଟଙ୍କା ଓଏମ୍ସି ପକ୍ଷରୁ ଜମା କରାଯାଇଥିବା ନେଇ ସୂଚନା ମିଳିଥିବା ସେ କହିଛନ୍ତି । ତେବେ ଭାରତୀୟ ରିଜର୍ଭ ବ୍ୟାଙ୍କ ୟେସ୍ ବ୍ୟାଙ୍କ ଉପରେ କଟକଣା ଜାରି କରିବା ପରେ ଏସବୁ ଟଙ୍କା ଫେରି ପାଇବା ନେଇ ଅନିଶ୍ଚିତତା ଲାଗି ରହିଛି ।
BREAKING NEWS
- Indian Tanker Cross Strait Of Hormuz: ପୁଣି ହର୍ମୁଜ୍ ପାର କଲା ଭାରତର ଆଉ ଏକ ଏଲପିଜି ଟ୍ୟାଙ୍କର୍
- Rain and Thunderstorms: ୮ ଯାଏଁ କାଳବୈଶାଖୀ ବର୍ଷା, ଏହି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…
- India Skill Competition 2026: ‘ଇଣ୍ଡିଆ ସ୍କିଲ୍ସ’ରେ ଟିମ୍ ଓଡ଼ିଶାର ଦମଦାର ପ୍ରଦର୍ଶନ, ହାତେଇଲା ୧୫ ସ୍ଵର୍ଣ୍ଣ ସହ ୫୭ ପଦକ
- Iran rejects US proposal: ଆହୁରି ଭୟଙ୍କର ହେବ ଯୁଦ୍ଧ! ନା ଅସ୍ତ୍ରବିରତି ନା ଆଲୋଚନା…ରାଜି ହେଲାନି ଇରାନ…
- US Fighter Jet Downed Over Iran: ଇରାନରେ ମାଟି କାମୁଡ଼ିଲା ଆମେରିକା ଲଢ଼ୁଆ ବିମାନ, ମିଳିଲେ ପାଇଲଟ୍…
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
Comments are closed.