Latest Odisha News

BREAKING NEWS

୬୮ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା: ଅଜୟ ଦେବଗନ୍‌ ଓ ସୁରିୟାଙ୍କୁ ମିଳିଲା ଶ୍ରେଷ୍ଠ ଅଭିନେତା ପୁରସ୍କାର

ଦିଲ୍ଲୀ  : ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା । ୬୮ତମ ଜାତୀୟ ଫିଲ୍ମ ପୁରସ୍କାର ୨୦୨୦ ଘୋଷିତ  । ‘କାଲି ପାଇଁ କାଲିର’ ସିନେମାକୁ ବେଷ୍ଟ ବୁକ୍ ଅନ୍ ସିନେମା ସମ୍ମାନ । କାଲି ପାଇଁ କାଲିର ହେଉଛି ସୂର୍ଯ୍ୟ ଦେଓଙ୍କ ଲିଖିତ ଓ ପକ୍ଷୀଘର ପ୍ରକାଶନର ସିନେମା । ତେବେ ଅଜୟ ଦେବଗନ ଶ୍ରେଷ୍ଠ ଅଭିନେତା ଭାବେ ବିବେଚିତ । ତାନାଜି ଫିଲ୍ମ ପାଇଁ ଅଜୟ ଦେବଗନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ଦିଆଯାଇଛି । ଅଜୟ ଦେବଗନଙ୍କ ସହ ସୁରିୟାଙ୍କୁ ମଧ୍ୟ ଶ୍ରେଷ୍ଠ ଅଭିନେତା ପୁରସ୍କାର । ଅପର୍ଣ୍ଣା ବାଲମୂରଲୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ।

ଶ୍ରେଷ୍ଠ ସଙ୍ଗୀତକାର ଭାବେ ଫିଲ୍ମ ସାନିଆର ସଙ୍ଗୀତକାର ମନୋଜ ମୁନ୍‌ତାସିରଙ୍କୁ ଚୟନ କରାଯାଇଛି।

 

 

Leave A Reply

Your email address will not be published.