କୋରାପୁଟ : କୋରାପୁଟ ମୂର୍ତ୍ତାହାଣ୍ଡି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ପିକ୍ ଅପ୍ ଭ୍ୟାନ୍ ଓଲଟି ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୧୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି । ଦଶାହ କାର୍ଯ୍ୟ ସାରି ସିନ୍ଧି ଗାଁରୁ ଫେରିବା ବେଳେ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା ପିକ୍ ଅପ୍ ଭ୍ୟାନ୍ । ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତକ ଓ ଆହତ ଛତିଶଗଡ଼ ଜଗଦଲପୁରର ହୋଇଥିବା ଜଣାପଡ଼ିଛି ।
BREAKING NEWS
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
Comments are closed.