କୋରାପୁଟ : କୋରାପୁଟ ମୂର୍ତ୍ତାହାଣ୍ଡି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ପିକ୍ ଅପ୍ ଭ୍ୟାନ୍ ଓଲଟି ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୧୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି । ଦଶାହ କାର୍ଯ୍ୟ ସାରି ସିନ୍ଧି ଗାଁରୁ ଫେରିବା ବେଳେ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା ପିକ୍ ଅପ୍ ଭ୍ୟାନ୍ । ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତକ ଓ ଆହତ ଛତିଶଗଡ଼ ଜଗଦଲପୁରର ହୋଇଥିବା ଜଣାପଡ଼ିଛି ।
BREAKING NEWS
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ
- ଭାରତରୁ ନିଜ ଦେଶ ଇଣ୍ଡୋନେସିଆକୁ ଫେରିଲା ଓରାଙ୍ଗଉଟାନ ଶାବକ
- Trump slams Emmanuel Macron: ‘ଖୁବ୍ଶୀଘ୍ର ମୁସଲିମ୍ ସହର ହୋଇଯିବ ପ୍ୟାରିସ୍!’ ଫ୍ରାନ୍ସର ଅଶାନ୍ତିକୁ ନେଇ ମାକ୍ରୋନ୍ଙ୍କୁ ଟ୍ରମ୍ପଙ୍କ ଟାର୍ଗେଟ୍, ସୀମା ବନ୍ଦ କରିବାକୁ ପରାମର୍ଶ
- Naveen or Mohan?: ନବୀନ ନା ମୋହନ-କିଏ ଓଡ଼ିଶାର ବେଶୀ ପ୍ରିୟ? ଛାତ୍ର ନିର୍ବାଚନ ଫଳାଫଳ ଦେଲା ନୂଆ ରାଜନୈତିକ ସଙ୍କେତ!

Comments are closed.