ୟୁପି: ଉତ୍ତରପ୍ରଦେଶର ସୀତାପୁର୍ର ଏକ ଫ୍ୟାକ୍ଟରୀରେ ଗ୍ୟାସ୍ ଲିକ୍ ଯୋଗୁଁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ସୀତାପୁରର କୋତବାଲି ଅଚଂଳର ଜଲାଲପୁରରେ ଏହି ଦୁର୍ଘଟଣା ଘଟିଛି । ପୋଲିସ ଓ ଜିଲ୍ଲା ପ୍ରଶାସନ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।
ସୂଚନା ମୁତାବକ, ଆଜି ସକାଳୁ ସୀତାପୁର କୋତବାଲି ଅଂଚଳର ଜଲାଲପୁରର ଏକ ଫ୍ୟାକ୍ଟରୀରେ ଗ୍ୟାସ୍ ଲିକ୍ ହୋଇଥିଲା । ଫଳରେ ଫ୍ୟାକ୍ଟରୀରେ କାମ କରୁଥିବା ୭ ଜଣ ଶ୍ରମିକଙ୍କ ଶ୍ୱାସରୁଦ୍ଧ ହୋଇ ମୃତୁ ହୋଇଛି । ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଅଛନ୍ତି । ସେହିପରି ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ମଧ୍ୟ ଥିବା ଜଣାପହିଛି । ସେପଟେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଚଂଳରେ ଉତେଜନା ପ୍ରକାଶ ପାଇଛି ।
BREAKING NEWS
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…
- ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା
- Maa Manikeswari’s Chhatar Yatra:ସଂପନ୍ନ ହେଲା ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ବିଶ୍ୱାସ ନାଁରେ ପଡ଼ିଲା ହଜାର ହଜାର ବଳି
- ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ ପରେ ବଢ଼ିଲା ସଲମାନଙ୍କ ସୁରକ୍ଷା
- ଇକ୍ୱାଡର ଚର୍ଚ୍ଚରେ ଲାଇଭ୍-ଷ୍ଟ୍ରିମ୍ ପ୍ରାର୍ଥନା ସମୟରେ ବଡ଼ ଦୁର୍ଘଟଣା: କାନ୍ଥରୁ ଖ୍ରୀଷ୍ଟଙ୍କ ପ୍ରତିମା ଖସିପଡ଼ିବାରୁ ପାଦ୍ରୀଙ୍କ ମୃତ୍ୟୁ

Comments are closed.