ପୁରୀ: ଫେଲ୍ ମାରିଲା ଡକାୟତି ଯୋଜନା । ଚଢ଼ାଉ କରି ବାନ୍ଧିଲା ପୁରୀ ପୋଲିସ । ୭ ଜଣଙ୍କୁ ଗିରଫ କରିଛି ପୁରୀ ଠାଯାଇଛି । ଗତକାଲି ସନ୍ଧ୍ୟା ସମୟରେ ପୁରୀ ଜଗନ୍ନାଥବଲ୍ଲଭ ପାର୍କିଂ ନିକଟରେ ଏମାନେ ଡକାୟତି ଯୋଜନା କରୁଥିଲେ । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା ଟାଉନ ଥାନା ପୋଲିସ ।

୭ ଅଭିଯୁକ୍ତଙ୍କ ନିକଟରୁ ୨ଟି ଖଣ୍ତା, ଗୋଟିଏ ବନ୍ଧୁକ ଜବତ ହୋଇଛି । ଦେବୀଘାଟ ଅଞ୍ଚଳରେ ଥିବା ଏକ ପରିବା ଗୋଦାମରେ ଡକାୟତି ଯୋଜନା କରୁଥିଲେ । ସମସ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସେମାନଙ୍କର ଅପରାଧିକ ଲିଙ୍କର ଖୋଳତାଡ ଚାଲିଛି ।
BREAKING NEWS
- ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ
- ପୂନର୍ବାର ଚର୍ଚ୍ଚାରେ ପନ୍ତ-ଗୋୟଙ୍କାଙ୍କ ଆଲୋଚନା
- ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
Comments are closed.