ମାଲକାନଗିରି: ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ ଦେଖି ସଙ୍ଗଠନ ଛାଡିଛନ୍ତି ମିଲିସିଆ । ମାଲକାନଗିରି ଜିଲ୍ଲାରୁ 700ରୁ ଅଧିକ ମିଲିସିଆ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ମାଓ ସଙ୍ଗଠନ ଛାଡ଼ି ସାଧାରଣ ଜୀବନ ସ୍ରୋତରେ ସାମିଲ ହେଉଛନ୍ତି ଆଦିବାସୀ । ପୋଲିସର ସଚେତନତା ପରେ ଆନ୍ଧ୍ର ଓ ଓଡିଶାର 700 ରୁ ଉର୍ଦ୍ଧ୍ବ ମିଲିସିଆ ମାଲକାନଗିରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସେମାନେ ସାଧାରଣ ଜୀବନ ଅତିବାହିତ କରିବା ପାଇଁ ଆତ୍ମସମର୍ପଣ କରିଥିବା କହିଛନ୍ତି । ମିଲିସିଆ ଆନ୍ଧ୍ରପ୍ରଦେଶ ଓ ମାଲକାନଗିରି ଜିଲ୍ଲାର ବୋଲି ଜଣାପଡ଼ିଛି । କୋରାପୁଟ ଡିଆଇଜି ରାଜେଶ୍ ପଣ୍ଡିତଙ୍କ ସହ ମାଲକାନଗିରି ଏସପି ନୀତିଶ ଓ୍ବାଧଓ୍ବାନେ ଓ ବିଏସଏଫ ଅଧିକାରୀଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି ଏ ସମସ୍ତ ଆଦିବାସୀ ।
BREAKING NEWS
- Paris Fashion Week: ବ୍ଲାକ୍ ଭେଲଭେଟ୍ ଗାଉନରେ ଐଶ୍
- Revanth Reddy’s Remarks: ‘ଶିବ ଗରିବଙ୍କ ଭଗବାନ, ରାମ ଧନୀଙ୍କ’! ମୁଖ୍ୟମନ୍ତ୍ରୀଙ୍କ ଏମିତି ମନ୍ତବ୍ୟକୁ ନେଇ ବିବାଦ, ବିଜେପିର ପାଲଟା ଜବାବ
- FBIର ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ନାଁ
- CEC ଜ୍ଞାନେଶ କୁମାରଙ୍କୁ ନିଲମ୍ବନ ପାଇଁ ଆବେଦନ, ଆସନ୍ତା ସପ୍ତାହରେ ସୁପ୍ରିମକୋର୍ଟରେ ଶୁଣାଣି
- ପୁରୀରେ ପୁଣି ଖଜା ଦୋକାନରେ ଚଢ଼ାଉ
- Odisha Textbook Scam: ୧୭୫ କୋଟିର ବହି, ୧୭୪୧ ତ୍ରୁଟି; ପାଠ୍ୟପୁସ୍ତକ ବିବାଦରେ PMO ହସ୍ତକ୍ଷେପ, ମୋହନ ସରକାରଙ୍କୁ ଜବାବ ତଲବ
- ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍, ୫.୧୫ ଲକ୍ଷ ଜବତ କଲା ଭିଜିଲାନ୍ସ
- ଜନସେବା କେନ୍ଦ୍ର ମାଲିକଙ୍କୁ ହତ୍ୟା ଅଭିଯୋଗ
- Odisha CAG Expose: ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳମାଳ ଅନିୟମିତତା; ୬୪୦ କୋଟି ଜରିମାନା ଆଦାୟ ହୋଇନି, DMF ଟଙ୍କାରେ ହକି ଷ୍ଟାଡିୟମ!
- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ; ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସର ସହକାରୀ ନିର୍ଦ୍ଦେଶକଙ୍କ ୭ ସ୍ଥାନରେ ରେଡ୍

Comments are closed.