ଓଡ଼ିଶାରୁ ସୁସ୍ଥ ହେଲେ ୭୦୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୭୦୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

 

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩,୧୮,୩୦୭ଟି କରୋନା ମାମଲା ରହିଥିବା ବେଳେ ମୋଟ୍ ୩,୧୧,୨୫୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୭୩୪ ଜଣ ମୃତ୍ୟୁ ବରଣ କରିଛନ୍ତି।