ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୧ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୫୧ରେ ପହଞ୍ଚିଛି।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
2 from Kalahandi
2 from Nuapada
1 from Bolangir
1 from Deogarh
1 from Kendrapara
1 from Keonjhar
1 from State PoolThe total recovered cases of Odisha now stand at 333351
— H & FW Dept Odisha (@HFWOdisha) February 12, 2021
ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୦୪୨କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୧୦ ଜଣଙ୍କର ମୃତ୍ୟୁ ଘଟିଛି।
Comments are closed.