Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ୭୧ ନୂଆ କରୋନା ରୋଗୀ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୧ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୫୧ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୦୪୨କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୧୦ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.