Latest Odisha News

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୩ ପଜିଟିଭ; ୬୦୦ ଟପିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୭୩ ପଜିଟିଭ ।

BjdElectrycity

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ରାଜ୍ୟରେ ବର୍ତ୍ତମାନ ୪୬୫ ଟି ସକ୍ରିୟ ମାମଲା ରହିଥିବା ବେଳେ, ୧୪୩ ଜଣ ସୁସ୍ଥ ହେଲେଣି। ଅନ୍ୟପକ୍ଷେ ରାଜ୍ୟରେ ଏପର୍ଯ୍ୟନ୍ତ ୩ ଜଣ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.