କୋରାପୁଟ :ଆଜି ଦେଶ ପାଳୁଛି ୭୩ ତମ ସାଧାରଣତନ୍ତ୍ର ଦିବସ । କୋରାପୁଟରେ ମଧ୍ୟ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । କୋରାପୁଟ ଜିଲ୍ଲାପାଳ ଅବଦୁଲ୍ଲ୍ ଅକ୍ତର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତ୍ତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।ଚଳିତ ଥର କୋଭିଡ ଗାଇଜ ଲାଇନ ଅନୁସାରେ ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ଆୟୋଜନ କରାଯାଇଥିଲା । ପରେଡରେ ୫ ଟି ଦଳ ଭାଗ ନେଇଥିଲେ । ଏହି ଅବସରରେ ପ୍ରତିଯୋଗୀତାରେ କୃତି ପ୍ରତିଯୋଗୀଙ୍କୁ ପୁରଷ୍କ୍ୃତ କରାଯାଇଥିଲା ।କୋଭିଡ ଯୋଦ୍ଧାଙ୍କୁ ପ୍ରଶାସନ ପକ୍ଷରୁ ସମ୍ମାନୀତ ମଧ୍ୟ କରାଯାଇଥିଲା ।
BREAKING NEWS
- Bjd: ନିଲମ୍ବିତ ୨ ବିଧାୟକଙ୍କୁ ବିଜେଡିର ନୋଟିସ୍;ପାର୍ଟି ବାହାରେ ଭୋଟ୍ ଦେଲେ…
- Pak based smugglers: ଅସ୍ତ୍ରଶସ୍ତ୍ର ଏବଂ ଡ୍ରଗ୍ସ ଚୋରାଚାଲାଣ ଗ୍ୟାଙ୍ଗର ପର୍ଦ୍ଦାଫାସ; ରହିଛି ପାକ୍ ଲିଙ୍କ,୬ ଅଭିଯୁକ୍ତ ଗିରଫ
- BJD: ୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍
- ଅନାୟା ବାଙ୍ଗରଙ୍କ ହେଲା ଜେଣ୍ଡର ଅଫର୍ମିଙ୍ଗ ସର୍ଜରୀ
- ଦାଶରଥୀ ଗମାଙ୍ଗଙ୍କ ସଭ୍ୟପଦ ରଦ୍ଦ ଚେତାବନୀ, ସକାଳ ୯ଟା ସୁଦ୍ଧା ଯୋଗାଯୋଗ କରିବାକୁ ନିର୍ଦ୍ଦେଶ
- ବାଲି ମାଫିଆଙ୍କୁ ବଡ ଝଟକା; ୮ଟି ବାଲି ବୋଝେଇ ହାଇୱା ଜବତ
- Fake Police Arrested: ନକଲି ପୋଲିସ ସାଜି ଲୋକଙ୍କୁ କରୁଥିଲା ଆତଙ୍କିତ, ବାନ୍ଧିଲା ଅସଲି ପୋଲିସ
- ପାରାଦୀପକୁ ଦେଶର ଏକ ବୃହତ୍ ଅର୍ଥନୈତିକ ଅଞ୍ଚଳରେ ପରିଣତ କରାଯିବ: ମୁଖ୍ୟମନ୍ତ୍ରୀ
- Kalbaisakhi:କାଳବୈଶାଖୀ ତାଣ୍ଡବ:ଉଡ଼ିଲା ଅଟୋ,ଭାଙ୍ଗିଲା ଘର, ୨ ମୃତ,୨୦ରୁ ଊର୍ଦ୍ଧ୍ବ ଆହତ
- Chennai Blast: ସିଲିଣ୍ଡର ବିସ୍ଫୋରଣରେ ଦୁଇ ଶିଶୁଙ୍କ ମୃତ୍ୟୁ, ୭ ଆହତ; ଭୁଶୁଡ଼ି ପଡ଼ିଲା ୩ ଘର
Comments are closed.