ମେଲବୋର୍ଣ୍ଣ:ମେଲବୋର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ରବିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ଆଇସିସି ଟି୨୦ ମହିଳା ବିଶ୍ୱକପ ଫାଇନାଲ ମ୍ୟାଚ ଖେଳାଯିବ । ଫାଇନାଲ ପ୍ରତି ଦର୍ଶକଙ୍କ ବେଶ୍ ଉତ୍କଣ୍ଠା ରହିଛି । ରିପୋର୍ଟ ମୁତାବକ ୧ ଲକ୍ଷ କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମର ୭୫ ହଜାର ଟିକେଟ ବିକ୍ରି ହୋଇସାରିଛି ।
ମାର୍ଚ୍ଚ ୮ ଅଲରାଉଣ୍ଡର ହରମନପ୍ରୀତ କୌରଙ୍କ ଜନ୍ମଦିନ ହୋଇଥିବାରୁ ଟିମ୍ ଇଣ୍ଡିଆ ଅଧିନାୟିକାଙ୍କୁ ବିଜୟ ଉପହାର ଦେବାକୁ ଚାହିଁବେ । ଆଇସିସି ଅଫିସିଆଲ ୱେବାସାଇଟରୁ ମିଳିଥିବା ତଥ୍ୟ ଅନୁସାରେ ମେଲବୋର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ଦର୍ଶକଙ୍କ ଉପସ୍ଥିତ ନିଶ୍ଚିତ ଭାବେ ସ୍ମରଣୀୟ ହେବାକୁ ଯାଉଛି । ପପ ସିଙ୍ଗର କ୍ୟାଟ ପେରୀ ଫାଇନାଲ ଅବସରରେ ୨ଟି ଗୀତ ଗାଇବେ । ସେ ଉଭୟ ଦଳର ସଦସ୍ୟାଙ୍କୁ ଭେଟି ସାରିଛନ୍ତି । ପାଣିପାଗ ବିଭାଗ ତରଫରୁ ମିଳିଥିବା ସୂଚନା ମୁତାବକ ପାଗ ମେଘୁଆ ରହିବ ସତ କିନ୍ତୁ ବର୍ଷା ସମ୍ଭାବନା କମ୍ ଅଛି ।
BREAKING NEWS
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
- Hydroponic Ganja: ହାଇଡ୍ରୋପୋନିକ୍ ଗଞ୍ଜେଇ କ’ଣ? କାହିଁକି ବୃଦ୍ଧି ପାଉଛି ଚୋରା ଚାଲାଣ?
- Iran War: ଶୀଘ୍ର ପଡ଼ିବ ଯୁଦ୍ଧରେ ଯବନିକା!, କହିଦେଲେ ଟ୍ରମ୍ପ…
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
Comments are closed.