Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ୭୭୨ କରୋନା ରୋଗୀ; ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨୦ ହଜାର ପାର୍

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୭୭୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସୁସ୍ଥ ହୋଇଥିବା ୭୭୨ ଜଣଙ୍କ ସମ୍ପର୍କରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧ ହଜାର ୮୭୭ଟି ସକି୍ରୟ ମାମଲା ରହିଥିବା ବେଳେ ମୋଟ୍ ୨୦,୫୧୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୭୭ ଜଣ ମୃତୁ୍ୟବରଣ କରିଛନ୍ତି ।

Leave A Reply

Your email address will not be published.