ଅଗରତାଲା: ଅଗରତାଲାରେ ବିଜେପିକର୍ମୀଙ୍କ ମାଡ଼ରେ କଂଗ୍ରେସ ସମର୍ଥକ ଆହତ । ଏଠାରେ ଆୟୋଜିତ ଏକ ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମରେ ଉଭୟ ହାତାହାତି ହୋଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପୂଣ୍ୟତିଥି ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଜିବି ବଜାରଠାରେ ବହୁମାତ୍ରାରେ ରନ୍ଧନ ଖାଦ୍ୟ ପ୍ରସ୍ତୁତ କରାଯାଇ ୨ହଜାର ୫ ଶହ ଲୋକଙ୍କୁ ବଣ୍ଟନ କରାଯାଉଥିଲା । ଏହି ସମୟରେ କଂଗ୍ରେସ ଓ ବିଜେପିକର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପୋଲିସ ଏନେଇ ମାମଲା ରୁଜୁ କରିଛି ।
BREAKING NEWS
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
Comments are closed.